Masthead

ହୁ ହୁ ବଢୁଛି କରୋନା ! ଓଡ଼ିଶାରେ ଦିନକରେ ୪୨୦୮ ପଜିଟିଭ୍ ଚିହ୍ନଟ

ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୬ ହଜାର ୦୫୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୮ଲକ୍ଷ ୧୮ହଜାର ୫୭୦ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୧୪୧ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୨ ହଜାର ୨୯୦ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୭୦ ହଜାର ୧୧୬ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୭ ଲକ୍ଷ୫୬ ହଜାର ୧୬୪ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଓଡ଼ିଶା ରେ ଦିନକରେ ୪୨୦୮ ପଜିଟିଭ୍ ଚିହ୍ନଟ । ରାଜ୍ୟରେ ୨ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୧,୦୯୬ରେ ପହଞ୍ଚିଲା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୫ ଚିହ୍ନଟ ହୋଇଛନ୍ତି । ସେପଟେ ୨୪ ଘଣ୍ଟା ମଧ୍ୟରେ କରୋନା ନେଲା ୧୫ ଜୀବନ । ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୭୬୭ରେ ପହଞ୍ଚିଲା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର