Masthead

ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଭୟଙ୍କର ହେଉଛି କରୋନ ସ୍ଥିତି । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କମୁଛି ଟିକାକରଣ । ଆଜି ୧୨ ଟି ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ମାତ୍ର ୩୦୨ କେନ୍ଦ୍ରରେ ଆସନ୍ତାକାଲି ଟିକାକରଣ କରାଯିବ । ବାଲେଶ୍ୱର, ଭଦ୍ରକ, ବୌଦ୍ଧ, କଟକ, ଯାଜପୁର, ଝାରସସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ପୁରୀ ଏହି ୧୨ ଟି ଜିଲ୍ଲାର ଟିକା ଦିଆଯିବ ନାହିଁ ।

ରାଜ୍ୟରେ ଆବଶ୍ୟକ ଟିକା ନଥିବାରୁ ଏପରି ନିଷ୍ପତି ନେଇଛନ୍ତି ସରକାର । ସେହିପରି ରାଜ୍ୟରେ ୧୪୭୬ ଟିକାକେନ୍ଦ୍ରରେ ଟିକା ଦିଆଯିବାର ବ୍ୟବସ୍ଥା ରହିଛି । ତେବେ ରାଜ୍ୟରେ ଟିକାର ପରିମାଣ କମିବାରୁ ଟିକାଦାନ ବାଧାପ୍ରାପ୍ତ ହେଉଛି । ରାଜ୍ୟରେ ମାତ୍ର ୧ ଲକ୍ଷ ୧୯ ହଜାର ୨୨୦ କୋଭିସିଲ୍ଡ ଡୋଜ୍ ଥିବାବେଳେ ୩ ଲକ୍ଷ ୪୬ ହଜାର ୪୪୦ କୋଭାକ୍ସିନ ଟିକା ରହିଛି । କୋଭିସିଲ୍ଡ ଟିକାର ଘୋର ଅଭାବ ଯୋଗୁଁ ଅଧିକାଂଶ ଜିଲ୍ଲାରେ ଟିକାକରଣକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର