Masthead

ଭୟ ବଢାଉଛି କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ୬୯୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୧୭, ନୂଆପଡାରୁ ୪୨୦, ସୁନ୍ଦରଗଡ଼ରୁ ୪୭୪, ଝାରସୁଗୁଡାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୁରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨,

ପୁରୀରୁ ୨୮୮ , ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, ଷ୍ଟେଟ ପୁଲରୁ ୧୮୫, ଗଞ୍ଜାମରୁ ୧୨୮, ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୋନପୁର ୧୩୧, ଗଜପତି ଓ ନୟାଗଡରୁ ୧୨୧, ଜଗତସିଂପୁରରୁ ୧୦୪, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରପଡାରୁ ୭୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଦେବଗଡ଼ ୭୪, ବୌଦ୍ଧରୁ ୬୫, କୋରାପୁଟ ୫୭, କନ୍ଧମାଳ ୪୫, ମାଲକାନାଗିରି ୩୦, ଢେଙ୍କାନାଳ ୨୨ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୩୫ହଜାର ୫୧୩କୁ ବୃଦ୍ଧି ପାଇଛି । ସେପଟେ ସୁସ୍ଥ ହେଲେଣି ୩ଲକ୍ଷ ୭୫ହଜାର ୭୨୧ଜଣ । ଆକ୍ଟିଭ କେସ ୫୭ହଜାର ୭୧୦ ରହିଥିବାବେଳେ ସେପଟେ ଟେଷ୍ଟ ସଂଖ୍ୟା ଟପିଛି ୧କୋଟି । ମୋଟ ଟେଷ୍ଟ ସଂଖ୍ୟା ୧କୋଟି ୪୧ହଜାର ୨୦୪ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ