Masthead

ପୁଣି କନ୍ଦେଇଲା ପିଆଜ !

ପୁଣି କନ୍ଦେଇଲା ପିଆଜ । ଚଳିତ ବର୍ଷରେ ଦ୍ବିତୀୟ ଥର ପାଇଁ ପୁଣିଥରେ ବଢ଼ିବାରେ ଲାଗିଛି ପିଆଜ ଦର। ପିଆଜ ମୁଖ୍ୟ ଉତ୍ପାଦନକାରୀ ରାଜ୍ୟ ମହାରାଷ୍ଟ୍ର ନାସିକ୍‌ ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ଚଳିତଥର ପିଆଜ ଫସଲ ଧୋଇଯାଇଛି। ସେପଟେ ଅନ୍ତର୍ଜାତୀୟ ବଜାରରେ ବର୍ତ୍ତମାନ ପିଆଜ ଦର ଉଚ୍ଚା ରହିଥିବାରୁ ଦେଶକୁ ଏବେ ଏହାର ଆମଦାନୀ ସମ୍ଭାବନା କମ୍। ଏଭଳି ସ୍ଥଳେ ଘରୋଇ ବଜାରରେ ସମ୍ପ୍ରତି ପିଆଜ କିଲୋ ପିଛା ୫୦ ଟଙ୍କା ଛୁଇଁଛି। ଏପରିକି ଦେଶରେ ପିଆଜ କିଲୋ ପିଛା ୧୦୦ ଟଙ୍କା ଛୁଇଁଲାଣି। ପରିସ୍ଥିତିକୁ ନଜରରେ ରଖି କେନ୍ଦ୍ର ସରକାର ଗୁରୁବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ