Masthead

ପିପିଇ କିଟରେ ବରଯାତ୍ରୀ ନାଚ

ଡେରାଡୁନ (ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ଗାଇଡ ଲାଇନ ପାଳନ କରିଛନ୍ତି । କିନ୍ତୁ ଏହା ଭିତରେ ଆସିଛି ଏକ ଆଶ୍ଚର୍ଯ୍ୟ ଖବର । ପିପିଇ କିଟ ପିନ୍ଧି ଜଣେ ଆମ୍ବୁଲାନ୍ସ କର୍ମଚାରୀଙ୍କ ବରଯାତ୍ରୀ ନାଚ ଭାଇରାଲ ହେବାରେ ଲାଗିଛି । ଏହା ଉତରାଖଣ୍ଡ ଦୃଶ୍ୟ ବୋଲି ଜଣାପଡ଼ିଛି ।

ଏକ ବରଯାତ୍ରୀ ଶୋଭାଯାତ୍ରା ଯାଉଥିବାବେଳେ ନିଜକୁ ଅଟକାଇ ନପାରି ବର ଗାଡିକୁ ଅଟକାଇ ପିପିଇ କିଟ ପିନ୍ଧିବା ଅବସ୍ଥାରେ ବରଯାତ୍ରୀଙ୍କ ସହ ମିଶି ନାଚିବାରେ ଲାଗିଥିଲେ । ଏହାକୁ ଦେଖି ଲୋକେମାନେ ତାଙ୍କ ଠାରୁ ଦୂରକୁ ପଳାଇଥିଲେ । କର୍ମଚାରୀ ଜଣଙ୍କ ହେଉଛନ୍ତି ମହେଶ । ନିଜର ମନକୁ ହାଲକା କରିବା ପାଇଁ ସେ ବରଯାତ୍ରୀଙ୍କ ସହ ନାଚି ଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା