Masthead

ପରଲୋକରେ ବରିଷ୍ଠ ସାମ୍ବାଦିକ ରୋହିତ ସରଦାନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ତଥା ଲୋକପ୍ରିୟ ଟିଭି ଉପସ୍ଥାପକ ରୋହିତ ସରଦାନାଙ୍କର ପରଲୋକ ଘଟିଛି। ଶୁକ୍ରବାର ହୃଦଘାତରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ କରୋନା ସଂକ୍ରମିତ ହୋଇଥିଲେ, ମାତ୍ର ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ତାଙ୍କ ବିୟୋଗ ଗଣମାଧ୍ୟମ ଶିଳ୍ପକୁ ଏକ ଶକ୍ତ ଧକ୍କା ଲାଗିଛି। ଅନେକ ପ୍ରସିଦ୍ଧ ସାମ୍ବାଦିକ ତାଙ୍କ ଦେହାନ୍ତ ଖବର ଶୁଣିବା ପରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କ ଠାରୁ ବହୁ ବରିଷ୍ଠ ଲୋକମାନେ ଟ୍ୱିଟ୍ କରି ସୂଚନା ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ସରଦାନା ୨୦୧୭ରେ ଆଜତକ୍ ଚ୍ୟାନେଲରେ ନ୍ୟୁଜ ଉପସ୍ଥାପକ ଭାବେ ଯୋଗଦେଇଥିଲେ। ସେ ଆଜତକର ଲୋକପ୍ରିୟ ବିତର୍କ ଶୋ ‘ଦଙ୍ଗଲ’କୁ ସଞ୍ଚାଳନ କରୁଥିଲେ। ଏହାପୂର୍ବରୁ ସେ ଜି ନ୍ୟୁଜରେ ମଧ୍ୟ ଉପସ୍ଥାପକ ଭାବେ କାର୍ୟ୍ୟ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା