Masthead

ଆଜିଠୁ ସାବାଳକ ଟିକାକରଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେଉଛି ତୃତୀୟ ପର୍ଯ୍ୟାୟ ଟିକାକରଣ । ଏଥିରେ ୧୮ ବର୍ଷରୁ ୪୪ବର୍ଷ ବୟସର ନାଗରିକମାନଙ୍କୁ ଟିକା ଦିଆଯିବ । ତେବେ ଟିକା କମ ଥିବାରୁ କେତେକ ରାଜ୍ୟ ସରକାର ଟିକାକରଣ କେନ୍ଦ୍ର ଗୁଡ଼ିକରେ ଧାଡ଼ି ନବାନ୍ଧିବାକୁ ନାଗରିକ ମାନଙ୍କୁ ଅନୁରୋଧ କରିଛନ୍ତି ।

ଦିଲ୍ଲୀ, ଓଡ଼ିଶା, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ଓ ପଞ୍ଜାବରେ ୧୮ରୁ ୪୪ ବର୍ଷର ଲୋକଙ୍କୁ ଟିକା ଦିଆଯିବା ବିଳମ୍ବ ହେବ । ତେଣୁ ଚଳିତ ମାସରେ ଅନ୍ୟ କୌଣସି ତାରିଖରେ ଏହି ରାଜ୍ୟ ଗୁଡ଼ିକରେ ଟିକା ଦିଆଯିବା ନେଇ ରାଜ୍ୟ ଗୁଡ଼ିକ ଘୋଷଣା କରିପାରନ୍ତି । ସେହିପରି ବଛା ବଛା କିଛି ଜିଲ୍ଲା ଗୁଡ଼ିକରେ ଟିକା ଦିଆଯିବା ନେଇ କିଛି ରାଜ୍ୟ ଘୋଷଣା କରିଛନ୍ତି ।ମୁମ୍ବାଇରେ ଟିକା କମ ଥିବାରୁ ସେଠରେ ଆଜି ମାତ୍ର ୫ଟି କେନ୍ଦ୍ରରେ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ