Masthead

ସାମ୍ବାଦିକଙ୍କୁ ଟିକା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୋମବାର ଠାରୁ ସମ୍ବାଦିକଙ୍କୁ ଟିକା । ରାଜ୍ୟରେ କରୋନାର ଦ୍ୱିତୀୟ ଲହର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି । କାରୋନାରେ ପ୍ରତିଦିନ ଏକାଧିକ ସାମ୍ବାଦିକ ଆକ୍ରାନ୍ତ ହେଉଛନ୍ତି ଜ୍ଝ ଏହା ସହ ରାଜ୍ୟର ଅନେକ ସାମ୍ବାଦିକଙ୍କ ଜୀବନ ନେଇଛି ମହାମାରୀ । ଏହାରି ଭିତରେ ଏକ ଆଶ୍ୱସ୍ଥିକର ଖବର ଆସିଛି ।

ଆସନ୍ତା ସୋମବାର ଠାରୁ ରାଜ୍ୟର ସମସ୍ତ ସାମ୍ବାଦିକଙ୍କୁ ମିଳିବ ଟିକା । ଏନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବଶିଘ୍ର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ଟିକା ପାଇଁ କୋଇନ ଆପରେ ରେଜିଷ୍ଟ୍ରେସନ କରିବା ପାଇଁ ପଡିବ । ରାଜ୍ୟରେ ସାମ୍ବାଦିକଙ୍କୁ ଟିକା ଦେବା ପାଇଁ ବଡ଼ ଖବର ପକ୍ଷରୁ ଦାବି କରାଯାଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ