Masthead

ଛାତ୍ର ଛାତ୍ରୀ ଧାରଣା ଦେଲେ କାହିଁକି ।

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଥରଗଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ବେଆଇନ ସ୍ଥାନାନ୍ତର ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ କୁନିକୁନି ପିଲା,ସେମାନଙ୍କ ଅଭିଭାବକ ଓ ଗ୍ରାମବାସୀମାନେ।ପଥରଗଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ତେନ୍ତୁଳିପା ଟଣା ସ୍କୁଲ୍ ରେ ମିଶାଇ ଦିଆଯାଇଛି।ଏହି ସ୍କୁଲ୍ କୁ ଯିବାକୁ ହେଲେ ଏକ ନାଳ ପାର କରି ତିନି କିମି ରାସ୍ତା ଅତିକ୍ରମ କରିବାକୁ ପଡ଼ିବ।ଏହା ବିରୋଧରେ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର କର୍ମକର୍ତ୍ତା ମାନେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ଦେଇଥିଲେ। କୋଭିଡ ପରି ଭୟଙ୍କର ମହାମାରୀ ସମୟରେ କୁନିକୁନି ପିଲାମାନଙ୍କୁ ଟାଣ ଖରାରେ ବସାଇବା କେତେଦୂର ଯଥାର୍ଥ।ଟାଉନ୍ ଥାନା ଆଇ ଆଇ ସି ଙ୍କୁ ଏ ବିଷୟରେ ପଚାରିବାରୁ ବିନା ଅନୁମତିରେ ଧାରଣା ଦିଆଯାଇଛି,ତଦନ୍ତ ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏଠି ପ୍ରଶ୍ନ ଉଠୁଚି ଯେ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ କୁନି ପିଲାମାନେ ଧାରଣାରେ ବସିଲେ କେମିତି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ