Masthead

ଶୁଭେନ୍ଦୁ ଅଧିକାରୀ ଆଗରେ , ପଛରେ ପଡ଼ିଲେ ମମତା

କୋଲକାତା(ବଡ଼ ଖବର ବ୍ୟୁରୋ): ଦେଶରେ ଚାଲିଛି ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ହୋଇଥିବା ନିର୍ବାଚନର ଭୋଟ ଗଣତି । ନିର୍ବାଚନରେ ସବୁଠାରୁ ବେଶୀ ଫୋକସରେ ଥିବା ପଶ୍ଚିମବଙ୍ଗରେ ବିଜେପି ଓ ଟିଏମସି ମଧ୍ୟରେ ଚାଲିଛି ତୀବ୍ର ପ୍ରତିଯୋଗିତା । ତେବେ ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ୨୯୨ଟି ସିଟ୍ରୁ ମମତା ବାନାର୍ଜୀଙ୍କ ଟିଏମସି ୨୦୨ଟି ସ୍ଥାନରେ ଲିଡ଼ କରୁଥିବା ବେଳେ ବିଜେପି ୮୦ଟି ସ୍ଥାନରେ ଲିଡ଼ କରୁଛି ।

ସେହିପରି କଂଗ୍ରେସ, ବାମଦଳ ଓ ଆଇଏସଏପ ମେଣ୍ଟ ୩ରୁ ୪ଟି ସ୍ଥାନରେ ଆଗୁଆ ରହିଥିବା ସୂଚନା ମିଳିଛି । ତେବେ ଏହା ମଧ୍ୟରେ ନନ୍ଦିଗ୍ରାମ ଉପରେ ସାରା ଦେଶର ନଜର ଥିବା ବେଳେ ସେଠାରେ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୪ହଜାର ଭୋଟରେ ପଛୁଆ ରହିଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼