Masthead

ପରଲୋକରେ ବିଶିଷ୍ଟ ଗାୟକ ଏସ.ପି.ବାଲାସୁବ୍ରମଣ୍ୟମ ।

।ଆଜି ଅପରାହ୍ନ ୧ଟା ୪ମିନିଟରେ ଏସ.ପି.ବାଲାସୁବ୍ରମଣ୍ୟମଙ୍କ ଚେନାଇସ୍ଥିତ ଏକ ଘରୋଇ ହସପିଟାଲରେ ପରଲୋକ ହୋଇଛି । ଏସ.ପି.ବାଲାସୁବ୍ରମଣ୍ୟମ୍ ହିନ୍ଦୀ, ତାମିଲ ଓ ତେଲୁଗୁ ଭଷା ସମେତ ୧୬ଟି ଭାଷାରେ ୪୦ ହଜାରରୁ ଅଧିକ ଗୀତ ଗାଇଛନ୍ତି ।ହିନ୍ଦୀ, ତାମିଲ ଓ ତେଲୁଗୁ ଫିଲ୍ମରେ ଗାଇଥିଲେ ଅନେକ ଗୀତ । ମେନେ ପ୍ୟାର କିୟା, ହମ ଆପକେ ହେ କୌନ୍, ଏକ ଦୁଜେ କେ ଲିଏ ଫିଲ୍ମରେ ଗୀତ ପାଇଁ ପ୍ରସିଦ୍ଧ । କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି