Masthead

ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ତାର କରାଳ ରୂପ ଦେଖାଇବାରେ ଲାଗିଛି । ଯେଉଁଭଳି ଭାବେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ଓଡ଼ିଶାରେ ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁସଂଖ୍ୟା । ୨୪ଘଣ୍ଟାରେ ୧୫ଜଣଙ୍କ ମୃତ୍ୟୁ ହୋଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୫ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାୟଗଡାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସୋନପୁର, କଟକ, ବଲାଙ୍ଗିରିରୁ ଜଣେ ଲେଖାଏଁ ମୃତ୍ୟୁ । ତେବେ ମୋଟ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼