୨୭ ବର୍ଷର ଦାମ୍ପତ୍ୟ ଜୀବନ ପରେ ଛାଡ଼ପତ୍ର

ନ୍ୟୁୟର୍କ (ବଡ଼ ଖବର ବ୍ୟୁରୋ): ବିବାହର ୨୭ ବର୍ଷ ପରେ ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍ ଗେଟସ୍ ଓ ତାଙ୍କ ପତ୍ନୀ ମେଲିଣ୍ଡା ଅଲଗା ହେବା ନେଇ ନିଷ୍ପତ୍ତି ନେଇଛନ୍ତି । ବିବାହର ୨୭ ବର୍ଷ ପରେ ଉଭୟ ଛାଡପତ୍ର ନେବା ପାଇଁ ସ୍ଥିର କରିଛନ୍ତି । ସେମାନେ ଏକ ଫାଉଣ୍ଡେସନ୍ ମଧ୍ୟ ଗଠନ କରିଛନ୍ତି ଯାହା ସାରା ବିଶ୍ୱର ଲୋକଙ୍କ ସ୍ୱାସ୍ଥ୍ୟ ଉପରେ କାମ କରିଥାଏ ।

ଆଗକୁ ମଧ୍ୟ ସେମାନେ ଏପରି କାମ କରିବେ ବୋଲି କହିଛନ୍ତି । ବିଲ୍ ଗେଟସ୍ ଓ ମେଲିଣ୍ଡା ୧୯୮୭ରେ ନ୍ୟୁୟର୍କରେ ପ୍ରଥମେ ଉଭୟ ଉଭୟଙ୍କୁ ଭେଟିଥିଲେ । କିଛି ବର୍ଷ ପରେ ସେମାନେ ନିର୍ବନ୍ଧ କରିଥିଲେ । ଏହାପରେ ୧୯୯୪ରେ ବିବାହ ସମ୍ପନ୍ନ ହୋଇଥିଲା । ସେମାନଙ୍କର ୩ଜଣ ସନ୍ତାନ ମଧ୍ୟ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ