Masthead

ହାଇକୋର୍ଟରେ ମାମଲା ରୁଜୁ ପାଇଁ ନୂଆ ଏସଓପି

କଟକ (ବଡ଼ ଖବର ବ୍ୟୁରୋ): ଲକଡାଉନ ବେଳେ ହାଇକୋର୍ଟରେ ମାମଲା ରୁଜୁ ପାଇଁ ନୂଆ ଏସଓପି । ୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ହେବ ଲକଡାଉନ । ଯାହାକୁ ନଜରରେ ରଖି ଏସଓପି ଜାରି କରିଛନ୍ତି ଓଡ଼ିଶା ହାଇକୋର୍ଟ । ଉଭୟ ଅନଲାଇନରେ ଓ ହ୍ୱାର୍ଟଆପ ଜରିଆରେ ଆବେଦନ ଗ୍ରହଣ କରାଯିବ ବୋଲି କହିଛନ୍ତି କୋର୍ଟ ।

ଏନେଇ ହାଇକୋର୍ଟଙ୍କ ପକ୍ଷରୁ ହ୍ୱାର୍ଟଆପ ନମ୍ବର ୮୮୯୫୩୦୦୯୫୮ ଜାରି କରାଯାଇଛି। ଆବେଦନକାରୀ ନିଜର ଆଡଭୋକେଟଙ୍କ ଜରିଆରେ ଏକ ପିଡିଏଫ ଫାଇଲ ମାଧ୍ୟମରେ ଏଥିରେ ମାମଲା ରୁଜୁ କରି ପାରିବେ । ଏଥି ସହିତ ଅନଲାଇନରେ ଅଦାଲତ ଫି ଦାଖଲ କରିବାକୁ ଏସଓପିରେ ଉଲ୍ଲେଖ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା