Masthead

କରୋନା କିଣୁଛନ୍ତି ଲୋକେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲିଠୁ ସାରା ରାଜ୍ୟରେ ଲକଡାଉନ । ଯେଉଁଥିପାଇଁ ବଜାରରେ ଦେଖିବାକୁ ମିଳିଛି ପ୍ରବଳ ଭିଡ଼ । ଲକଡାଉନକୁ ଦୃଷ୍ଟିରେ ରଖି ବିଭିନ୍ନ ବଜାରରେ ଦେଖିବାକୁ ମିଳିଛି ନାଁହି ନଥିବା ଭିଡ଼ । ନା ଅଛି ଲୋକଙ୍କ ମୁହଁରେ ମାସ୍କ ନା ଅଛି ସାମଜିକ ଦୂରତା । ଲୋକେ ଯେମିତି ଭୁଲି ଯାଇଛନ୍ତି କୋଭିଡ ନିୟମ ।

ଲକଡାଉନ ପାଇଁ ଲୋକମାନେ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ସେପଟେ ବଜାରରେ ମଧ୍ୟ ଦେଖିବାକୁ ମିଳିଛି ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ । ପରିବା ଓ ଅତ୍ୟାବଶ୍ୟକ ସାମଗ୍ରରୀର ଦର ହୁ ହୁ ହୋଇ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ