Masthead

ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ହେବ କାଳବୈଶାଖୀ ବର୍ଷା । ଏନେଇ ପାଣିପାଗ ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିପାରେ । କାଳବୈଶାଖୀ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଯେଉଁଥିପାଇଁ ତାତିରୁ ସାମନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି ରାଜ୍ୟବାସୀ । ତେବେ ଝଡତୋଫାନ ବର୍ଷାକୁ ନେଇ ବିଭିନ ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ ସର୍ତକ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ କୁଆ ପଥର ବର୍ଷା ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ