Masthead

ନଦୀରେ ବୁଲୁଛି କୁମ୍ଭୀର!

ଭଦ୍ରକ(ବଡ଼ ଖବର ବ୍ୟୁରୋ): ନଦୀରେ ବୁଲୁଛି କୁମ୍ଭୀର । ଭଦ୍ରକ ଜିଲ୍ଲା ଆରଡି ନିକଟସ୍ଥ ନାନ୍ଦପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀର ଶାଖା ହଂସଦୀଆ ନଦୀରେ ଗତକାଲି ରାତିରେ ଜଣେ ଧିବର ମାଛ ଧରିବା ପାଇଁ ଜାଲ ଟାଣୁଥିବା ବେଳେ ଏକ ୪ଫୁଟିଆ ହିଂସ୍ର କୁମ୍ଭୀର ଜାଲରେ ପଡିଥିଲା। ବଡମାଛ ଭାବି ଡଙ୍ଗାରେ ଧିବର ଜଣକ ନଦୀକୂଳକୁ ଜାଲ ଆଣିବା ପରେ ହିଂସ୍ର କୁମ୍ଭୀର ଜାଲରେ ଫାସରେ ଲାଗିରହିଥିବା ଦେଖିବା ପରେ ଭୟରେ ଜାଲ ଡଙ୍ଗା ଛାଡି ଦୌଡି ପଳାଇଥିଲେ, ପରେ ଗ୍ରାମବାସୀ କୁମ୍ଭୀରକୁ ଉଦ୍ଧାର କରିବା ସହ ଆରଡି ପୁଲିସ ଓ ଧାମନଗର ବନଖଣ୍ଡ ବିଭାଗକୁ ଖବର ଦେବା ପରେ ବନଖଣ୍ଡ ଅଧିକାରୀ କୁମ୍ଭୀରକୁ ନେଇ ଅନତ୍ର ଛାଡିଥିଲେ।

ତେବେ ଏପରି ହିଂସ୍ର କୁମ୍ଭୀର ଖୋଲା ଖୋଲି ନଦୀରେ ବୁଲୁଥିବା କାରଣକୁ ନେଇ ଗ୍ରାମବାସୀ ଭୟଭିତ ହୋଇ ପଡ଼ିଛନ୍ତି । ଏହି ନଦୀରେ ସ୍ଥାନୀୟ ଅଞ୍ଚଳର ଲୋକମାନେ ଗାଧୋଇବା ସହ ଘରର ନିତ୍ୟ ବ୍ୟବହାର ପାଇଁ ପାଣି ଆଣିଥାନ୍ତି। ଏବେ ଏଠାରେ ହିଂସ୍ର କୁମ୍ଭୀର ଦେଖାଦେବା ପରେ ସେମାନେ ଭୟଭୀତ ହୋଇପଡିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ