Masthead

ସମ୍ବଳ ଅଭାବରୁ ଉନ୍ନତ ଚିକିତ୍ସାରୁ ବଞ୍ଚିତ

ପୁରୀ(ବଡ଼ ଖବର ବ୍ୟୁରୋ): ଚିକିତ୍ସା ପାଇଁ ଅର୍ଥ ସାଜୁଛି ବାଧକ । ୧୦ବର୍ଷର ପୁଅକୁ ବ୍ଲଡ଼ କ୍ୟାନ୍ସର । କିନ୍ତୁ ପାଖରେ ସାଧନ ନଥିବା କାରଣରୁ ପୁଅକୁ ଭଲ ଡାକ୍ତରଙ୍କୁ ଦେଖାଇ ପାରୁନି ମା । ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ପାଟଳଦାପଞ୍ଚାୟତ କୁସୁମ୍ଭର ଗ୍ରାମର ସସ୍ମିତା ମହାନ୍ତି । ୧୦ ବର୍ଷ ତଳେ ସ୍ୱାମୀଙ୍କ ମୃତ୍ୟୁ ହୋଇଥିଲା । ଏତେବଡ଼ ଦୁଃଖ ନଯାଉଣୁ ଏବେ ୧୦ ବର୍ଷର ଛୋଟ ପୁଅକୁ ବ୍ଲଡ଼ କ୍ୟାନ୍ସର । ୭ମାସ ହେଲା ରୋଗରେ ପୀଡ଼ିତ । ପାଖରେ ସମ୍ବଳ ନଥିବାରୁ ପୁଅକୁ ଭଲ ଡାକ୍ତରଙ୍କୁ ଦେଖାଇପାରୁନାହାନ୍ତି ।

ଏବେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛି ପୁଅ ଶୁଭମ । ପୁଅର ଅସୁସ୍ଥତାକୁ ନେଇ ଚିନ୍ତାରେ ସସ୍ମିତାଙ୍କର ମଧ୍ୟ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଲାଣି । ତେବେ ପୁଅର ଭବିଷ୍ୟତକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସସ୍ମିତା ଯଦି ଶୁଭମଙ୍କୁ କେହି ସହୃଦୟ ବ୍ୟକ୍ତି ସାହାଯ୍ୟ କରିବାକୁ ଚାହୁଁଥାନ୍ତି ତେବେ ୯୫୫୬୦୪୩୨୯୫ନଂରେ ସାହାଯ୍ୟ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ