Masthead

କେରଳରେ ଘୋଷଣା ହେଲା ସମ୍ପୂର୍ଣ୍ଣ ଲକଡାଉନ

କୋଚି(ବଡ଼ ଖବର ବ୍ୟୁରୋ): ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେରଳରେ ଘୋଷଣା ହେଲା ସମ୍ପୂର୍ଣ୍ଣ ଲକଡାଉନ । ମେ ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ଲକଡାଉନ ବଳବତ୍ତର ରହିବ । ଏନେଇ ଆଜି ଟ୍ୱିଟ କରି କେରଳ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ଦେଇଛି । କରୋନାର ଦ୍ୱିତୀୟ ଲହରରେ ଦ୍ରୁତ ସଂକ୍ରମଣ ଘଟୁତିବାରୁ ଏପରି କରାଯାଇଥିବା କୁହାଯାଇଛି । ତେବେ ବୁଧବାର ରାଜ୍ୟରେ ସର୍ବାଧିକ ସଂକ୍ରମଣ ୪୧ହଜାରରୁ ଅଧିକ ହେବାରୁ ସରକାରଙ୍କ ଚିନ୍ତା ବଢ଼ିଥିଲା । ଏହାର ସମୀକ୍ଷା କରିବା ପରେ ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ ଜାରି କରାଯାଇଛି ।

ସେହିପରି ବିଭିନ୍ନ ଅଞ୍ଚଳରୁ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଆଣି ରାଜ୍ୟର ୱାର୍ଡ଼ ସ୍ତରୀୟ କମିଟି ଏବଂ ରାପିଡ଼ ରେସପନସ ଟିମକୁ ସଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯିବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ପିନରାୟି ବିଜୟନ ପୂର୍ବରୁ କହିଥିଲେ । ଏହାଛନା କେରଳରେ ସଂକ୍ରମଣକୁ ରୋକିବାକୁ କଡ଼ା ପଦକ୍ଷେପ ନିଆଯିବ ବୋଲି ମଧ୍ୟ କହିଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପିନରାୟି ବିଜୟନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି