Masthead

ପିଲାଙ୍କ ଟିକାକରଣ କଥା ଏବେଠୁ ଚିନ୍ତାକର: ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏବେ ଭାରତରେ ଚାଲିଛି କରୋନାର ଦ୍ୱିତୀୟ ଲହର । ଦ୍ୱିତୀୟ ଲହର ଶୀର୍ଷ ଛୁଇଁବାକୁ ବାକି ଅଛି, କିନ୍ତୁ କନ୍ଦେଇ ସାରିଲାଣି । ପ୍ରତିଦିନ ହଜାର ହଜାର ଲୋକ ଆକ୍ରାନ୍ତ ହେଉଥିବା ବେଳେ ଶହ ଶହ ଲୋକଙ୍କ ମୃତ୍ୟୁ ହେଉଛି । ସମଗ୍ର ଦେଶରେ ଜରୁରୀକାଳିନ ପରିସ୍ଥିତି ଭଳି ସ୍ଥିତି ଲାଗିରହିଛି । ସବୁ ସରକାରୀ ଡାକ୍ତରଖାନାରେ କରୋନା ଆକ୍ରାନ୍ତଙ୍କୁ ସ୍ୱାସ୍ଥ୍ରସେବା ଯୋଗାଇବା ସମ୍ଭବ ହେଉନାହିଁ ।

ପୁଣି ଆସୁଛି କରୋନାର ତୃତୀୟ ଲହରା ତୃତୀୟ ଲହର ମୁକାବିଲା ପାଇଁ ସତର୍କ ଓ ପ୍ରସ୍ତୁତ ରହିବାକୁ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌ କୋର୍ଟ ନିର୍ଦେଶ ଦେଇଛନ୍ତି । ତୃତୀୟ ଲହରରେ ଛୋଟ ପିଲାମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହା ବିଶେଷଜ୍ଞମାନେ ଆଗୁଆ ସୂଚନା ଦେଇସାରିଲେଣି । ପିଲାଙ୍କ ଟିକାକରଣ ପାଇଁ ଏବେଠୁ ଚିନ୍ତା କରିବାକୁ ଦେଶର ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ତୁରନ୍ତ ହସ୍ପିଟାଲ୍‌ଗୁଡ଼ିକୁ ଅକ୍ସିଜେନ ଯୋଗାଇ ଦେବାକୁ ମଧ୍ୟ ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ