Masthead

ଦିଲ୍ଲୀ ସରକାରଙ୍କ ନୂଆ ଗାଇଡ଼ଲାଇନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ନୂଆ ଗାଇଡଲାଇନ ଜାରି କରିଛନ୍ତି କେଜରିଓ୍ୱାଲ୍ । ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରୁ ଦିଲ୍ଲୀକୁ ଆସୁଥିବା ଲୋକଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି । ଏଥିପାଇଁ ସରକାର ଦେୟଯୁକ୍ତ ସଂଗରୋଧର ବ୍ୟବସ୍ଥା କରିଛନ୍ତି । ଯେ କେହି ଆସିଲେ ସଂଗରୋଧର ୧୪ ଦିନ ରହିପାରିବ । ଯେଉଁମାନେ କରୋନା ଟିକାର ୨ଟି ଡୋଜ ନେଇଛନ୍ତି ସେମାନଙ୍କୁ ମଧ୍ୟ ରିପୋର୍ଟ ଦେଖାଇବାକୁ କୁହାଯ।ଇଛି ।

ଏତତବ୍ୟତୀତ ୭୨ ଘଣ୍ଟା ପୂର୍ବରୁ ଆରଟିପିସିଆର ଯାଞ୍ଚ ରିପୋର୍ଟ ଦେଖାଇବାକୁ ପଡିବ । ଯଦି କୌଣସି ବ୍ୟକ୍ତି ନିଜ ଘରେ କ୍ୱାରାଣ୍ଟାଇନରେ ନରହି ପାରନ୍ତି ତେବେ ସେ ସରକାରୀ କ୍ୱାରେଣ୍ଟାଇନ ସେଣ୍ଟରରେ ରହିପାରିବେ । ଆନ୍ଧ୍ର ପ୍ରଦେଶ ଏବଂ ତେଲେଙ୍ଗାନାରୁ ବସ୍, ଟ୍ରେନ, ବିମାନ ଯାତ୍ରା, କାର ଯୋଗେ ଦିଲ୍ଲୀକୁ ଆସୁଥିବା ବ୍ୟକ୍ତିମାନଙ୍କୁ ଏହି ନିୟମ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ପାକିସ୍ତାନ ପାଇଁ ଗୁଇନ୍ଦାଗିରୀ କରି ଗିରଫ ହେଲେ ଆଉ ଜଣେ ଭାରତୀୟ 🔴 ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ପାକିସ୍ତାନ ପାଇଁ ଗୁଇନ୍ଦାଗିରୀ କରି ଗିରଫ ହେଲେ ଆଉ ଜଣେ ଭାରତୀୟ 🔴 ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ 🔴 ଲଞ୍ଚ ହେବ ଆକ୍ସିଅମ-୪ ମିଶନ, କାଉଣ୍ଟଡାଉନ୍ ଷ୍ଟାଟ୍