Masthead

ବଜ୍ରକାପ୍ତା ଉଦ୍ଧାର

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ):୧୦ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର । ମୟୂରଭଞ୍ଜ ଏସପି ସ୍ମିଥ୍ ପି ପରମାରଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ୱତନ୍ତ୍ର ଦଳ ଗତକାଲି ବିଳମ୍ୱିତ ରାତିରେ ବାଙ୍ଗିରିପୋଷି ଥାନା ଅଞ୍ଚଳର ନିଶ୍ଚିନ୍ତା ପଞ୍ଚାୟତର ଗୋହିରାପାଳ ଗ୍ରାମର ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ବିକ୍ରି ଉଦ୍ଦେଶ୍ୟରେ ରଖାଯାଇଥିବା ଏକ ୧୦ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର ହୋଇଛି ।

ଏହି ଘଟଣାରେ ସଂପୃକ୍ତ ଜଣେ ଯୁବକଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଯୁବକ ଜଣକ ସେହି ଅଞ୍ଚଳର ଗୋହିରାପାଳ ଗ୍ରାମର ସିଂଘୁ ବାସକେ । ଏଥିରେ ଅନ୍ତଃରାଜ୍ୟ ରାକେଟ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ବାଙ୍ଗିରିପୋଷି ପୋଲିସ ମାମଲା ରୁଜୁ କରି ଅଧିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ