Masthead

୯୦ ଫୁଟ ଗଭୀରରୁ ଶିଶୁ ଉଦ୍ଧାର

ଜୟପୁର(ବଡ଼ ଖବର ବ୍ୟୁରୋ): ୯୦ ଫୁଟ ଗଭୀରରୁ ଶିଶୁ ଉଦ୍ଧାର । ୧୪ ଘଣ୍ଟାର ଅପରେସନ ପରେ ଶିଶୁ ଉଦ୍ଧାର । ଉଦ୍ଧାର ହେଲା ୪ବର୍ଷର ଶିଶୁପୁତ୍ର । ରାଜସ୍ଥାନର ଜଲୋରେ ଅଞ୍ଚଳରେ ଏକ ଶିଶୁପୁତ୍ର ଖେଳୁଥିବା ବେଳେ ୯୦ଫୁଟ ଗଭୀର ଖୋଲା ବୋରୱେଲରେ ଗଳିି ପଡିଥିଲା । ଗଳି ପଡିବା ବେଳେ ପିଲାଟିର ଚିତ୍କାର ଶୁଣି ଜଣେ ସ୍ଥାନୀୟ ଲୋକ ଘଟଣାସ୍ଥଳକୁ ଦୌଡି ଆସିଥିଲେ । ସେତେବେଳକୁ ପିଲାଟିର ଚିତ୍କାର ଆଉ ଶୁଭୁନଥିଲା । ମାତ୍ର ବୋରୱେଲ ଭିତରକୁ ଭିତରକୁ ପିଲାଟି ପଶୁଥିବା ଲୋକ ଜଣକ ଦେଖି ବଡ଼ ପାଟିରେ ଡାକ ଛାଡିଥିଲେ ।

ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆରମ୍ଭ କରିଥିଲେ ଅପରେସନ ଚାଇଲଡ । ଦୀର୍ଘ ୧୪ଘଣ୍ଟାର ଅପରେସନ ପରେ ଉଦ୍ଧାର ହୋଇଥିଲା ଶିଶୁପୁତ୍ର । ତାଙ୍କୁ ଏବେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼