Masthead

କୋଭିଡ୍‌ ରୋଗୀଙ୍କୁ ଟେଲିଫୋନ୍ ଯୋଗେ ମାଗଣା ଡାକ୍ତରୀ ପରାମର୍ଷ !

ରାଜ୍ୟରର କୋଭିଡ୍‌ ରୋଗୀଙ୍କୁ ଟେଲିଫୋନ୍ ଯୋଗେ ମାଗଣା ଡାକ୍ତରୀ ପରାମର୍ଷ ମିଳିଵ । ଏହି ମାଗଣା ସେବା ଯୋଗାଇ ଦେବାପାଇଁ ଓଡ଼ିଆ ବୁଦ୍ଧିଜୀବୀଙ୍କ ଆନ୍ତର୍ଜାତିକ ସଂଗଠନ ଓଡ଼ିଶା ପଜିଟିଭ୍ ପକ୍ଷରୁ ବ୍ୟବସ୍ଥା କରିଛି। ଓଡ଼ିଶାର ଯେ କୌଣସି ଅଞ୍ଚଳର କୋଭିଡ୍‌ ଆକ୍ରାନ୍ତ ମୋବାଇଲ୍ ୦୯୬୬୭୩୦୮୭୭୭ ନମ୍ବରକୁ ଏକ ମିସ୍ କଲ୍ କରିବେ। ଏହାପରେ ଅନୁଷ୍ଠାନ ପକ୍ଷରୁ ତୁରନ୍ତ ତାଙ୍କୁ କଲ୍ କରାଯିବ ଏବଂ ପରିସ୍ଥିତିର ଗମ୍ଭୀରତା ଅନୁସାରେ ପ୍ରାଥମିକ ଡାକ୍ତରୀ ପରାମର୍ଶ ପାଇଁ ଜଣେ ଡାକ୍ତରଙ୍କ ସହିତ ଫୋନରେ ସମ୍ପର୍କ କରାଇଦିଆଯିବ। ଏହି ସେବା ପ୍ରତିଦିନ ସକାଳ ୮ଟାରୁ ରାତି ୮ଟା ପର୍ଯ୍ୟନ୍ତ ଉପଲବ୍ଧ ହେବ।
ଏହିପାଇଁ ଅନୁଷ୍ଠାନ ପକ୍ଷରୁ ମେଡଟେଲ୍ ନାମକ ଏକ ଡାକ୍ତରୀ ସଂସ୍ଥା ସହ ରାଜିନାମା କରିଥିବାର ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି