Masthead

ସ୍ଵାଭାଵିକ ହେଉଛି ଵିମାନ ସେଵା

ଦିଲ୍ଲୀ : ଧୀରେ ଧୀରେ ସ୍ୱାଭାବିକ ହେଉଛି ବିମାନ ଯାତ୍ରା । କରୋନା କଟକଣା ମଧ୍ୟରେ ବିମାନରେ ଯାତ୍ରା କରୁଛନ୍ତି ଯାତ୍ରୀ । ଗତ ମେ ୨୫ ତାରିଖରେ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ କୋଟିଏରୁ ଅଧିକ ଯାତ୍ରୀ ବିମାନରେ ଯାତ୍ରା କରିଛନ୍ତି। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ହରଦୀପ ସିଂ ପୁରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ