Masthead

ଦେଶରେ ୪ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ବଢ଼ିଚାଲିଛି କରୋନା ସଂକ୍ରମଣ । ଆଜି ଦେଶରେ ୪ଲକ୍ଷରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଚତୁର୍ଥ ଥର ପାଇଁ ଦେଶରେ ସଂକ୍ରମଣ ୪ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୪ହଜାରାରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଜାରି କରିଥିବା ରିପୋର୍ଟ ଅନୁସାରେ ଗତ ୨୪ଘଣ୍ଟା ମଧ୍ୟରେ ୪.୦୧ଲକ୍ଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪ହଜାର ୧୮୭ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୧୮ଲକ୍ଷ ୯୨ହଜାର ୬୭୬ରେ ପହଞ୍ଚିଛି । ଏହା ମଧ୍ୟରୁ ୩୭ଲକ୍ଷ ୨୩ହଜାର ୪୪୬ଜଣ ଚିକିତ୍ସାଧିନ ରହିଛନ୍ତି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ୨.୩୮ରେ ପହଞ୍ଚିଛି । ସେପଟେ ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ ଆରୋଗ୍ୟ ହୋଇଛନ୍ତି ୩ଲକ୍ଷ ୧୮ହଜାର ୬୦୯ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି