Masthead

କରୋନା ମୁକାବିଲା ପାଇଁ ଓଡ଼ିଶାର ଭାଗ କେତେ ଜାଣନ୍ତୁ…

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନା ମୁକାବିଲା ପାଇଁ ୨୫ରାଜ୍ୟକୁ କେନ୍ଦ୍ରର ଅନୁଦାନ । ଅର୍ଥ ସହାୟତା ନେଇ କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ମୋଟ ୮ହଜାର ୯୨୩.୮କୋଟି ଟଙ୍କା ସହାୟତା ଦେଲା କେନ୍ଦ୍ର । ଓଡ଼ିଶାକୁ ୩୩୩.୮କୋଟି ପାଣ୍ଠି ଘୋଷଣା କରାଯାଇଛି ।

ଗ୍ରାମାଞ୍ଚଳରେ ଖର୍ଚ୍ଚ ପାଇଁ ଅର୍ଥ ମଞ୍ଜୁର କରିଛି କେନ୍ଦ୍ର । ଆନ୍ଧ୍ରକୁ ୩୮୭.୯ କୋଟି, ଆସାମକୁ ୨୩୭.୨ କୋଟି । ପଶ୍ଚିମବଙ୍ଗକୁ ୬୫୨.୨ କୋଟି, ବିହାରକୁ ୭୪୧.୮ କୋଟି । ଉତ୍ତରପ୍ରଦେଶକୁ ୧୪୪୧.୬କୋଟି, ଛତିଶଗଡ଼କୁ ୨୧୫ କୋଟି ଅନୁଦାନ ଦେଇଛି କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ