Masthead

କରୋନା ଫାଶରେ ଲାଲ ବାହିନୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କୁ କରୋନା ମାଲକାନଗିରି ସୀମାନ୍ତ ଦନ୍ତେୱାଡ଼ା ଜିଲ୍ଲାରେ ୫୦ରୁ ଅଧିକ ମାଓବାଦୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ଦନ୍ତେୱାଡ଼ା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି । ଅନେକ ଦୁର୍ଦ୍ଦାନ୍ତ ମାଓବାଦୀ ମଧ୍ୟ କୋଭିଡ୍ ପଜିଟିଭ୍ ହୋଇଥିବା ସହ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ମାଓ ନେତ୍ରୀ ସୁଜାତା ରହିଥିବା ଜଣାପଡ଼ିଛି ।

ତେବେ କରୋନା ସଂକ୍ରମଣ ହେବା ପରେ ମାଓବାଦୀ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଫେରି ଆସିବା ଲାଗି ଆହ୍ୱାନ କରିଛନ୍ତି ଏସପି ଅଭିଷେକ ପଲ୍ଲଭ । ନହେଲେ କରୋନା ସଂକ୍ରମିତ ନକ୍ସଲ ମାନେ ପ୍ରାଣ ହରାଇବା ସହ ସେମାନଙ୍କ ଯୋଗୁଁ ଅନେକ ନିରୀହ ଆଦିବାସୀ ଲୋକେ ମଧ୍ୟ କରୋନା ଆକ୍ରାନ୍ତ ହେବେ ବୋଲି ଏସପି ଅଭିଷେକ ପଲ୍ଲଭ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ