Masthead

ଉତ୍ତରପ୍ରଦେଶରେ ବଢ଼ିଲା ଲକଡାଉନ ଅବଧି

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ବୃଦ୍ଧି ହେଲା ଲକଡାଉନ ଅବଧି । ମେ ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ଲକଡାଉନକୁ ବୃଦ୍ଧି କରାଯାଇଛି । ଏ ବାବଦରେ ଉତ୍ତରପ୍ରଦେଶର ଏସିଏସ ଇନଫର୍ମେସ ନବନୀତ ସେହଗଲ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଉତ୍ତରପ୍ରଦେଶରେ ଜାରି ହୋଇଥିବା କର୍ଫ୍ୟୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ଆଗରୁ ଉତ୍ତରପ୍ରଦେଶ ଏପ୍ରିଲ ୨୭ପର୍ଯ୍ୟନ୍ତ ଆଂଶିକ କର୍ଫ୍ୟୁ ଜାରି କରିଥିଲା । ପରେ ଏହାର ସମୟସୀମା ମେ ୧୦ ତାରିଖକୁ ବୃଦ୍ଧି କରାଯାଇଥିଲା । ଆଜି ଏହାକୁ ଆଉ ଏକ ସପ୍ତାହ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା