Masthead

ଦିଲ୍ଲୀରେ ବଢ଼ିଲା ଲକଡାଉନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନାର ଭୟବହତାକୁ ନଜରରେ ରଖି ଦିଲ୍ଲୀରେ ବଢ଼ିଲା ଲକଡାଉନ । ସମସ୍ତଙ୍କ ମତାମତକୁ ଆଧାର କରି ଆଉ ଏକ ସପ୍ତାହ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି ହୋଇଥିବା ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ତେବେ ଏହି ଲକଡାଉନ ନିୟମ ଆହୁରି କଡ଼ାକଡ଼ି ହେବା ନେଇ ଘୋଷଣା କରିଛନ୍ତି କେଜ୍ରିୱାଲ । ଏହି ସମୟରେ ମେଟ୍ରୋ ସେବାକୁ ବାତିଲ କରାଯିବ ।

ବ୍ୟବସାୟୀ, ମହିଳା, ଓ ଯୁବ ବର୍ଗଙ୍କ ସହ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ କିଛି ଦିନ ମଧ୍ୟରେ ଦିଲ୍ଲୀରେ ପଜିଟିଭ ସଂଖ୍ୟା ୩୫% ରୁ ୨୩%କୁ ହ୍ରାସ ପାଇଛି । ତେବେ ସ୍ଥିତିକୁ ଆହୁରି ସୁଧୁରିବା ବାକି ରହିଛି । ଦିଲ୍ଲୀରେ ସଂକ୍ରମଣ ୧୭ହଜାର ୩୬୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା