Masthead

ମାଡ଼ି ଆସୁଛି କାଳବୈଶାଖୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି କାଳବୈଶାଖୀ । ରାଜ୍ୟରେ ଗତ ସପ୍ତାହେ ହେବ ସନ୍ଧ୍ୟା ହେବା ମାତ୍ରେ କାଳବୈଶାଖୀ ମାଡ଼ି ଆସୁଛି । ୧୦ରୁ ଅଧିକ ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଚଂଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ରାୟଗଡ଼ା, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲା ଗୁଡ଼ିକରେ ଗତ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା