Masthead

ଇସ୍ରାଇଲର ଏୟାର ଷ୍ଟ୍ରାଇକ

(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରାଚ୍ୟରେ ଆରମ୍ଭ ହୋଇଛି ଯୁଦ୍ଧ । ଜେରୁଜେଲମରେ ପାଲେଷ୍ଟାଇନ ଆତଙ୍କବାଦୀ କରିଥିଲେ ଆକ୍ରମଣ । ଆତଙ୍କବାଦୀଙ୍କ ରକେଟ ଆକ୍ରମଣରେ ୭ ଇସ୍ରାଏଲ ନାଗରିକ ଗୁରୁତର । ଏହାର ଜବାବରେ ଇସ୍ରାଇଲ ସୁରକ୍ଷାବଳ ସହ ହୋଇଥିଲା ସଂଘର୍ଷ ।

ସଂଘର୍ଷ ବେଳେ ୭୦୦ ପାଲେଷ୍ଟାଇନ ଆହତ । ଜବାବରେ ଇସ୍ରାଇଲର କରିଥିଲା ଏୟାରଷ୍ଟ୍ରାଇକ । ଏୟାରଷ୍ଟ୍ରାଇକରେ ୨୪ ପାଲେଷ୍ଟାଇନଙ୍କର ଘଟିଛି ମୃତ୍ୟୁ । ମୃତକଙ୍କ ମଧ୍ୟରେ ୯ ଶିଶୁ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି