Masthead

ଦୀପିକା ମାନିଲେ ଡ୍ରଗ୍ସ ଚାଟ୍ !

ଦୀପିକା ପାଦୁକୋନଙ୍କ ବଡ ସ୍ୱୀକାରୋକ୍ତି । କରିସ୍ମା ସହ କରିଥିବା ଡ୍ରଗ୍ସ ଚାଟକୁ ଏନସିବି ସାମ୍ନାରେ ମାନିଗଲେ ଦୀପିକା ପାଦୁକୋନ । ୨୦୧୭ରେ ‘ହେସ୍’ ଯୋଗାଇ ଦେବା ପାଇଁ କରିସ୍ମାଙ୍କୁ କହିଥିଲେ ।
ମ୍ୟାନେଜର କରିସ୍ମା ପ୍ରକାଶଙ୍କ ସହିତ ଡ୍ରଗ୍ସ ଚାର୍ଟ ନେଇ ଏନସିବି ପଚରାଉଚରା କରିଛି । ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ ମାମଲା ନେଇ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ୨ ଘଣ୍ଟା ଧରି ଜେରା କରିଛି ନାର୍କୋଟିକ୍ସ ବ୍ୟୁରୋ ଟିମ ।
ଦୀପିକା କାହାଠାରୁ ଡ୍ରଗ୍ସ ମଗାଉଥିଲେ , କାହା ପାଇଁ ମଗାଉଥିଲେ, ନା ନିଜେ ଡ୍ରଗ୍ସ ନେଉଥିଲେ, ଡ୍ରଗ୍ସ ପାର୍ଟିକୁ କେମିତି ଆସୁଥିଲା ଡ୍ରଗ୍ସ, କେଉଁ ମାନଙ୍କ ଜରିଆରେ ସେ ଡ୍ରଗ୍ସ ମଗାଉଥିଲେ , କେଉଁ ଡ୍ରଗ୍ସ ପେଡଲରଙ୍କ ସହିତ ତାଙ୍କର ସଂପର୍କ , ଏପରି ଅନେକ ପ୍ରଶ୍ନ ଏନସିବି କରିଥିଵା ନେଇ ଆଲୋଚନା ହେଉଛି ।
ବଲିଉଡ ଡ୍ରଗ୍ସ ମାମଲାରେ ଦୀପିକଙ୍କୁ ଏନସିବି ସମନ ଜାରୀ କରିଵା ପରେ ହାଜର ହୋଇଥିଲେ ଦୀପିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ