Masthead

କାଳବୈଶାଖୀ ବର୍ଷାରେ ଭିଜିଲା ଦୈତ ନଗରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷାରେ ଭିଜିଲା ଦୈତ ନଗରୀ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ । ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ୨୪ଜିଲ୍ଲାକୁ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ ।

ତେବେ ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦଷ୍ଠଳ, ଯାଜପୁର, କେନ୍ଦ୍ରପଡା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, ଢେଙ୍କାନାଳ ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ, ମାଲକାନାଗିରି । ଆସନ୍ତା ୩ ରୁ ୪ ଦିନ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତନ ସମ୍ଭାବନା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ