Masthead

୧୪ମାସ ପରେ ମୃତ୍ୟୁ ସଂଖ୍ୟା ଜିରୋ

(ବଡ଼ ଖବର ବ୍ୟୁରୋ): ସବୁଆଡ଼େ ବ୍ୟାପୁଛି କରୋନା । ସାରା ବିଶ୍ୱ ଏବେ ଏହି ଭାଇରସ ସହ ଲଢ଼ୁଛି । ତେବେ ଏତିକି ବେଳେ ଆସିଛି ଖୁସିଖବର । ଇଂଲଣ୍ଡ, ସ୍କଟଲ୍ୟାଣ୍ଡବାସୀଙ୍କ ଲାଗି ଆଶ୍ୱସ୍ତି । ଦୀର୍ଘ ୧୪ ମାସ ପରେ ଇଂଲଣ୍ଡରେ ଆଜି କରୋନା ଜନିତ ମୃତ୍ୟୁ ସଂଖ୍ୟା ଜିରୋ ହୋଇଛି ।

ଇଂଲଣ୍ଡ, ସ୍କଟଲ୍ୟାଣ, ନେଦର ଆୟରଲ୍ୟାଣ୍ଡରେ ଦ୍ରୁତ ଗତିରେ କମିବାରେ ଲାଗିଛି ସଂକ୍ରମଣ । ଆଉ ଆଜି ସ୍କଟଲ୍ୟାଣ, ନେଦର ଆୟରଲ୍ୟାଣ୍ଡରେ ମୃତ୍ୟୁ ସଂଖ୍ୟା ଶୂନ୍ୟ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ