Masthead

କରୋନାରେ ପ୍ରାଣ ହରାଇଲେ ୧୦ ମାଓବାଦୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): କରୋନାରେ ୧୦ ମାଓବାଦୀ ମୃତ । ଛତିଶଗଡ଼ର ଦନ୍ତେୱାଡା ଜିଲ୍ଲା ଦଣ୍ଡକାରଣ୍ୟ ଜଙ୍ଗଲରେ କରୋନାରେ ଆକ୍ରାନ୍ତ ହୋଇ ୧୦ ମାଓବାଦୀଙ୍କର ମୃତ୍ୟୁ ହୋଇଛି । ଦୁଇ ଦିନ ତଳେ ଏହି ମାଓବାଦୀଙ୍କ କରୋନା ଆକ୍ରାନ୍ତ ନେଇ ଏସପି ସୂଚନା ଦେଇଥିଲେ ।

ଏହାଛଡ଼ା ସମାଜର ମୁଖ୍ୟ ସ୍ରୋତକୁ ଫେରି ଆସିବା ଲାଗି ଆହ୍ୱାନ ମଧ୍ୟ ଦେଇଥିଲେ । କାରଣ ସେମାନଙ୍କ ପାଇଁ ଅନେକ ନିରୀହ ଅଦିବାସୀଙ୍କୁ ମଧ୍ୟ କରୋନା ହେବାରମ୍ଭାବନା ରହିଛି । ବର୍ତ୍ତମାନ ୪୦୦ରୁ ଅଧିକ ମାଓବାଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ଦନ୍ତେୱାଡା ଏସପି କହିଛନ୍ତି । ଆକ୍ରାନ୍ତ ମାଓବାଦୀମାନେ ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ଦାନ୍ତେୱାଡା ଏସପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ