Masthead

ଆଇଏଏସ ସ୍ତରରେ ଅଦଳ ବଦଳ, ସଞ୍ଜୟ ସିଂ ବିଏମସି କମିଶନର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ବୁଧବାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି । ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ନିଜ ବିଭାଗ ସହ ଦକ୍ଷତା ବିକାଶ ଓ ବୈଷୟିକ ଏଜୁକେଶନ ବିଭାଗର ପ୍ରମୁଖ ଶାସନ ସଚିବ ଦାୟିତ୍ୱ ତୁଲାଇବେ । ବିଷ୍ଣୁପଦ ସେଠୀ ନିଜ ଦାୟିତ୍ୱ ସହ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବାବେ ଦାୟିତ୍ୱ ତୁଲାଇବେ ।

ସୂଚନା ଓ ଲୋକ ସମ୍ପର୍କ ବିଭାଗର କମିଶନର ଥିବା ସଞ୍ଜୟ କୁମାର ସିଂଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ଏହାସହ ଭୁବନେଶ୍ୱର ଉନ୍ନୟନ କତୃପକ୍ଷର ଉପାଧ୍ୟକ୍ଷ ଭୁବନେଶ୍ୱର ସ୍ମାଟ ସିଟି ଲିମିଟେଡର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ପୂର୍ତ ସଚିବ ଡ.କ୍ରିଷନ କୁମାରଙ୍କୁ ନିଜ ଦାୟିତ୍ୱ ସହ ଶ୍ରୀ ମନ୍ଦିର ପରିଚାଳନର ମୁଖ୍ୟ ପ୍ରଶାସକ, ପୁରୀ, କୋଣାର୍କ ଉନ୍ନୟନ କତୃପକ୍ଷର ସିଏମଡି ଓ ଇଡକୋର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ