Masthead

ଆଜିଠୁ ତେଲେଙ୍ଗାନାରେ ଲକଡାଉନ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ):ବଢ଼ୁଛି ସଂକ୍ରମଣ । ଏଥିପାଇଁ ବିଭିନ୍ନ ସ୍ଥାନରେ ଘୋଷଣା କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକଡାଉନ ଘୋଷଣା କରାଯାଇଛି । ଆଜିଠୁ ତେଲେଙ୍ଗାନାରେ ମଧ୍ୟ ଲକଡାଉନ ଘୋଷଣା କରାଯାଇଥିଲା । ଆଜିଠାରୁ ୧୦ଦିନିଆ ଲକଡାଉନ ଘୋଷଣା କରାଯାଇଛି ତେଲେଙ୍ଗାନାରେ ।

ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ତେଲେଙ୍ଗାନା ସରକାର ଏଭଳି ନିଷ୍ପତି ନେଇଛନ୍ତି । ସକାଳ ୬ରୁ ୧୦ଟା ପର୍ଯ୍ୟନ୍ତ କଟକଣାକୁ କୋହଳ କରାଯାଇଛି । ତେବେ ଜରୁରୀ ସେବାକୁ ଅନୁମତି ଦେଇଛନ୍ତି ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ