Masthead

ଦ୍ୱିତୀୟ ଦେଶ ଭାବେ ମାସ୍କ ମୁକ୍ତ ହେଲା ଆମେରିକା

(ବଡ଼ ଖବର ବ୍ୟୁରୋ): କରୋନାକୁ ମାତ ଦେଲା ଆମେରିକା । ଦ୍ୱିତୀୟ ଦେଶ ଭାବେ ମାସ୍କ ମୁକ୍ତ ହୋଇଛି ଆମେରିକା । ଆମେରିକାରେ ଲୋକେ ଆଉ ମାସ୍କ ପିନ୍ଧିବେ ନାହିଁ । ସାମାଜିକ ଦୂରତା ମଧ୍ୟ ଜରୁରୀ ନୁହେଁ । ଏନେଇ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ସିଡିସିର ଘୋଷଣା ପରେ ବିନା ମାସ୍କରେ ମିଡିଆ ଆଗକୁ ଆସିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ ।

ଏହା ଆମେରିକାର ଏକ ଐତିହାସିକ ସଫଳତା ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି । ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନ ପକ୍ଷରୁ କୁହାଯାଇଛି ଯେ ଆମେରିକାରେ ଶତ ପ୍ରତିଶତ ହୋଇଛି ସଂମ୍ପୂର୍ଣ୍ଣ ଟିକାକରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼