Masthead

ଆଇପିଏଲ ଟକ୍କର: ହାଇଦ୍ରାବାଦକୁ ୭ ୱିକେଟରେ ହରାଇଲା କୋଲକାତା ।

ଶୁଭମାନଙ୍କ ଶାନଦାର୍ ବ୍ୟାଟିଂ ଯୋଗୁ ସହଜରେ ୧୪୩ ରନର ବିଜୟ ଲକ୍ଷ୍ୟ ହାସଲ କଲା କୋଲକାତା । ଆଇପିଲର ପ୍ରଥମ ବିଜୟ ହାସଲ କଲା କୋଲକାତା ନାଇଟ୍ ରାଇଡର୍ସ । ସନରାଇଜର୍ସ ହାଇଦ୍ରାବାଦକୁ ୭ ୱିକେଟରେ ମାତ୍ ଦେଲା କେକେଆର । ହାଇଦ୍ରାବାଦ୍ ଟିମ୍ ୨୦ ଓଭର ଖେଳି ୧୪୩ ରନର ଟାର୍ଗେଟ ରଖିଥିଲା କୋଲକାତା ସାମ୍ନାରେ । ଜବାବରେ କୋଲକାତା ମାତ୍ର ୩ ୱିକେଟ୍ ହରାଇ ୧୮ ଖେଳି ଅତି ସହଜରେ ବିଜୟ ଲକ୍ଷ୍ୟ ହାସଲ କରିଛି । ତେବେ ସନରାଇଜର୍ସ କ୍ୟାପଟେନ୍ ୱାର୍ଣ୍ଣନର ପ୍ରଥମେ ଟସ୍ ଜିଣି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ହେଲେ କୋଲକାତାର ବୋଲିଂ ସାମ୍ନାରେ ଦଳ ବଡ଼ ରନ୍ କରିବା ଅସମ୍ଭଢ ହୋଇପଡିଥିଲା । ତେଵେ କୋଲକାତା ପାଖରେ ବଡ଼ ବ୍ୟାଟିଂ ଲାଇନଅପ୍ ଥିବାରୁ ଦଳ ଅତି ସହଜରେ ବିଜୟ ହାସଲ କରିନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ