Masthead

ଏୟାରଟେଲରେ ବଡ଼ ଖବର ୬୧୦ ନମ୍ବର

ଭୁବନେଶ୍ୱର(ବଡ଼ ଖବର): ଲୋକଙ୍କ ଚ୍ୟାନେଲ ବଡ଼ ଖବର ଏବେ ବିଭିନ୍ନ ପ୍ଲାଟଫର୍ମରେ ଉପଲବ୍ଧ । ସାଧାରଣ ଲୋକଙ୍କ ସ୍ୱର ବଡ଼ ଖବର ଏୟାରଟେଲରେ ଚ୍ୟାନେଲ ନଂ ୬୧୦ରେ ଉପଲବ୍ଧ । ଓରଟେଲରେ ଚ୍ୟାନେଲ ନଂ ୭୦୯, ଇଷ୍ଟର୍ଣ୍ଣ ମିଡ଼ିଆ ଡିଜିଟାଲରେ ଚ୍ୟାନେଲ ନଂ ୧୩୦ ସହ ରାଜ୍ୟର ପ୍ରମୁଖ କେବୁଲ ନେଟୱାର୍କରେ ବଡ଼ ଖବର ଉପଲବ୍ଧ ।

ବଡ଼ ଖବର ଫ୍ରି ଟୁ ଏୟାର । ବଡ଼ ଖବର ଦେଖିବା ପାଇଁ ଦର୍ଶକଙ୍କୁ କୌଣସି ଅତିରିକ୍ତ ଦେୟ ଦେବାକୁ ପଡ଼ିବ ନାହିଁ । ଏହା ୨୪ ଘଣ୍ଟିଆ ସ୍ୟାଟେଲାଇଟ୍ ଓଡ଼ିଆ ନ୍ୟୁଜ୍ ଚ୍ୟାନେଲ । ଓଡ଼ିଶାରେ ଏକମାତ୍ର ନିରପେକ୍ଷ ନ୍ୟୁଜ୍ ଚ୍ୟାନେଲ । ଯଦି ଆପଣ ବଡ଼ ଖବର ଦେଖିପାରୁ ନାହାନ୍ତି, ତେବେ ଆପଣଙ୍କ ଅପରେଟରଙ୍କ ସହ ଯୋଗାଯୋଗ କରନ୍ତୁ । ଆଉ ବଡ଼ ଖବର ଦେବାକୁ ଦାବି କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼