Masthead

କୋଭିଡ ରୋଗୀଙ୍କୁ ଦେଖିପାରିବେ ସମ୍ପର୍କୀୟ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କୋଭିଡ୍ ହସ୍ପିଟାଲ୍‌ ଏବଂ କୋଭିଡ୍ କେୟାର ସେଣ୍ଟର ଗୁଡିକରେ ରୋଗୀଙ୍କ ସହିତ ସେମାନଙ୍କ ପରିବାର ସଦସ୍ୟ ଯୋଗାଯୋଗ କରିବା ପାଇଁ ବ୍ୟବସ୍ଥା କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସମସ୍ତ ଘରୋଇ ଓ ସରକାରୀ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସଂଯୁକ୍ତ କରି ରୋଗୀଙ୍କ ସହ ସେମାନଙ୍କ ସମ୍ପର୍କୀୟଙ୍କୁ କଥାବାର୍ତ୍ତା କରାଯିବା ସୁବିଧା ପ୍ରଦାନ କରାଯିବ। ହ୍ବାଟସ୍‌ଆପ ମାଧ୍ୟମରେ ସମ୍ପର୍କୀୟଙ୍କ ସହ ଭଏସ୍ ମେସେଜ୍, ଫଟୋ ପ୍ରଦାନ କରିବା ପାଇଁ ମଧ୍ୟ ସୁବିଧା ପ୍ରଦାନ କରାଯିବ।

ସମସ୍ତ କୋଭିଡ୍ ହସ୍ପିଟାଲ୍, କୋଭିଡ୍ କେୟାର କେନ୍ଦ୍ରରେ ୨୪୍ଠ୭ ହେଲପ୍ ଡେସ୍କ୍ କାର୍ୟ୍ୟକ୍ଷମ ହେବ। କୋଭିଡ୍ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ସେମାନଙ୍କ ସମ୍ପର୍କୀୟଙ୍କୁ ତଥ୍ୟ ପ୍ରଦାନ କରାଯିବ। ଆବଶ୍ୟକ ସ୍ଥଳେ ରୋଗୀଙ୍କ ନିକଟତମଙ୍କୁ ହ୍ବାଟସ ଆପ କିମ୍ବା ଏସ୍‌ଏମ୍‌ଏସ୍ ଜରିଆରେ ସ୍ବାସ୍ଥ୍ୟାବସ୍ଥା ତଥ୍ୟ ପ୍ରଦାନ କରାଯିବ। ଏଥିପାଇଁ ଆବଶ୍ୟକ ଅନୁସାରେ ସ୍ବତନ୍ତ୍ର ଭାବରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିୟୋଜିତ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି