Masthead

ତାଉତେରେ ୧୭ଜଣଙ୍କ ମୃତ୍ୟୁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇରେ ତାଉତେର ପ୍ରଭାବ ଅଧିକ ପଡିଛି । ୧୭ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀଭାବେ କୁହାଯାଇଛି । ଘଣ୍ଟାପ୍ରତି ୧୮୫ବେଗରେ ପବନ ବହୁଥିବାରୁ ବମ୍ବେ ହାଏରେ ଏକ ଜାହାଜ ଫଶି ଯାଇଛି ।

ପି-୩୦୫ ଯାତ୍ରୀବାହି ଜାହାଜରେ ୨୭୩ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୧୭୭ଜଣଙ୍କୁ ଉଦ୍ଧାର କରାଯାଇଛି । ଅବଶିଷ୍ଠ ୯୬ ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ନୌସେନା ପକ୍ଷରୁ ଉଦ୍ୟମ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ