ନେପାଳରେ ଭୂକମ୍ପ

କାଠମାଣ୍ଡୁ(ବଡ଼ ଖବର ବ୍ୟୁରୋ): ନେପାଳରେ ଅନୁଭୂତ ହୋଇଛି ଭୂକମ୍ପ । ନେପାଳର ପୋଖରରାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବା ଜଣାପଡ଼ିଛି । ସମୟ ପ୍ରାୟ ଭୋର ୫.୪୨ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଲାମଜଙ୍ଗ ଜିଲ୍ଲାର ଭୁଲବୁଲରେ ଅବସ୍ଥିତ ।

ତେବେ ବର୍ତ୍ତମାନ ସୁଦ୍ଧା ଏହି ଭୂକମ୍ପରେ କୌଣସି କ୍ଷୟକ୍ଷିତ ହୋଇନଥିବା କିମ୍ବା ଧନ ଜୀବନ ନଷ୍ଟ ହେବାର ଖବର ନାହିଁ । ନେପାଳରେ ଭୂକମ୍ପର କମ୍ପନ ସୀମା ନିକଟ ସଟେ ବିହାରରେ ମଧ୍ୟ ଅନୁଭୂତ ହୋଇଛି । ବିହାରର ସୀମାନ୍ତ ଅଞ୍ଚଳରେ ତୀବ୍ର କମ୍ପନ ଅନୁଭୂତ ହୋଇଥିଲା । ଏହାପୂର୍ବରୁ ଏପ୍ରିଲ୍ ୨୮ରେ କାଠମାଣ୍ଡୁ ଉପତ୍ୟକାରେ ରିକ୍ଟର ସ୍କେଲରେ ୫.୨ ତ୍ରୀବ୍ରତାରେ ଏକ ଭୂକମ୍ପ ଅନୂଭୂତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ