Masthead

ସାମ୍ବାଦିକଙ୍କୁ ପୋଲିସର ଆକ୍ରମଣ

ପୁରୀ(ବଡ଼ ଖବର ବ୍ୟୁରୋ):ପୁରୀ ପୋଲିସର ବର୍ବରତା । ସାମ୍ବାଦିକଙ୍କୁ ଆକ୍ରମଣ କଲା କୁମ୍ଭାରପଡ଼ା ଥାନା ପୋଲିସ । ସାମ୍ବାଦିକ ଦତ୍ତାତ୍ରେୟ ନାୟକଙ୍କୁ ଆକ୍ରମଣ । ପନିପରିବା ଦୋକାନୀଙ୍କ ଉପରେ ପୋଲିସ ଜୁଲମ ଅଭିଯୋଗ ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ସାମ୍ବାଦିକ ।

ଅଭିଯୋଗ ସଂପର୍କରେ ପୋଲିସକୁ ପ୍ରଶ୍ନ କରିଥିଲେ । ଉତ୍ତକ୍ଷିପ୍ତ ହୋଇ ସାମ୍ବାଦିକଙ୍କୁ ଆକ୍ରମଣ କରିବା ସହ ଭ୍ୟାନରେ ଭର୍ତ୍ତି କରିଥିଲା । ସିଟି ଡିଏସପି ଓ ଆଇଆଇସିଙ୍କ ଉପସ୍ଥିତିରେ ୫ କନେଷ୍ଟବଳ ଓ ହୋମଗାର୍ଡ ଆକ୍ରମଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ