Masthead

କୋଭିଡ୍ ସେଣ୍ଟରରେ ଅବ୍ୟବସ୍ଥା, ଧାରଣାରେ ବସିଲେ ରୋଗୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ତାଳଚେର କୋଭିଡ୍ ସେଣ୍ଟରରେ ବ୍ୟାପକ ଅବ୍ୟବସ୍ଥା ନେଇ ଧାରଣା ଦେଲେ ରୋଗୀ। ତାଳଚେର ମହୁଲ ପାଳ ଆଦର୍ଶ କୋଭିଡ କେୟାର ସେଣ୍ଟରରେ ରୋଗୀ ସେବା ପାଇଁ ସଠିକ ବ୍ୟବସ୍ଥା କରାଯାଉ ନଥିବା ବେଳେ ରୋଗୀଙ୍କୁ ଆନୁସଙ୍ଗିକ ସୁବିଧା ମିଳୁନଥିବା ଅଭିଯୋଗ ହେଉଛି। ରୋଗୀଙ୍କୁ ଉତ୍ତମ ଖାଦ୍ୟମିଳିପାରୁ ନଥିବା ବେଳେ ଶୌଚାଳୟ ସ୍ଥିତି ବି ଶୋଚନୀୟ।

ଏନେଇ ବାରମ୍ବାର ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଉ ଥିବାବେଳେ କୌଣସି ସୁଫଳ ମିଳୁନି। କୋଭିଡ ରୋଗୀମାନେ ଗତ କାଲି ବିଳମ୍ବିତ ରାତିରୁ ଏହା ବିରୋଧରେ ସ୍ୱର ଉତ୍ତୋଳନ କରିବା ସହିତ ଆଜି ସ୍ଥାୟୀ ପ୍ରତିକ୍ରିୟା ପାଇଁ ଧାରଣା ରେ ବସିଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ