ଡଷ୍ଟବିନରୁ ଗୋଟାଇ ଖାଇଲେ ମାନସିକ ବିକୃତ ବ୍ୟକ୍ତି

ବୌଦ୍ଧ(ବଡ଼ ଖବର ବ୍ୟୁରୋ): ଡ଼ଷ୍ଟବିନରୁ ଅଇଁଠା ଖାଦ୍ୟ ଖାଇଲେ ମାନସିକ ବିକୃତ ବ୍ୟକ୍ତି। ଲକ ଡାଉନ ସମୟରେ ସରକାର ଗରିବ ତଥା ମାନସିକ ବିକୃତମାନଙ୍କୁ ଖାଦ୍ୟ ଯୋଗାଣ ପ୍ରତି ଧ୍ୟାନ ଦେଉ ନାହାନ୍ତି।

ଫଳରେ ଜଣେ ମାନସିକ ବିକୃତ ଡ଼ଷ୍ଟବିନରୁ ଅଇଁଠା ଖାଦ୍ୟ ବାହାର କରି ଖାଉଥିବା ଦେଖିବାକୁ ମିଳିଛି। ଏଦୃଶ୍ୟଟି ହେଉଛି ବୌଦ୍ଧ ଜିଲ୍ଲା ସଦର ମହକୁମାରର। ଗରିବ ଅସହାୟଙ୍କ ପାଇଁ କିଛି ପଦକ୍ଷେପ ଗ୍ରହଣ କରାଯିବା ଉଚିତ୍ ନୁହେଁ କି?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!