Masthead

ଭୁବନେଶ୍ୱର ପରେ ସମ୍ବଲପୁରରେ ‘ବ୍ଲାକ ଫଙ୍ଗସ’ ରୋଗୀ ଚିହ୍ନଟ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ପରେ ବୁର୍ଲାରେ ବ୍ଲାକ ଫଙ୍ଗସ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୀମସାର ମେଡିକାଲରେ ପ୍ରଥମ ବ୍ଲାକ ଫଙ୍ଗସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ରୋଗୀ ଜଣଙ୍କ ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳର । ସେ ଭୀମସାରର ଇଏନଟି ବିଭାଗରେ ଚିକିତ୍ସିତ ହେଉଛନ୍ତି ।

ଭୀମସାର ଅଧିକ୍ଷକ ପ୍ରଫେସର ଡାକ୍ତର ଲାଲ ମୋହନ ନାୟକ ଏନେଇ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ବ୍ଲାକ ଫଙ୍ଗସ୍ ବା ମ୍ୟୁକରମାଇକୋସିସକୁ ମହାମାରୀ ଅଧିସୂଚିତ ରୋଗ ଘୋଷଣା କରିଛନ୍ତି । ପୂର୍ବରୁ ସରକାର ବ୍ଲାକ ଫଙ୍ଗସ୍ ପାଇଁ ରାଜ୍ୟସ୍ତରୀୟ ଟାସ୍କ ଫୋର୍ସ କମିଟି ମଧ୍ୟ ଗଠନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼