Masthead

ଦେଶରେ ସଂକ୍ରମଣଠାରୁ ଅଧିକ ରହୁଛି ସୁସ୍ଥତା ହାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଅଢ଼େଇ ଲକ୍ଷ ପାର କରିଛି ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୨ଲକ୍ଷ ୫୯ହଜାର ୫୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୬୦ଲକ୍ଷ ୩୧ହଜାର ୭୩୫ରେ ପହଞ୍ଚିଛି । ସେହିପରି ୪ହଜାର ୨୦୯ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ।

ତେବେ ଗତକାଲି ମୃତ୍ୟୁ ସଂଖ୍ୟା ତଳକୁ ଖସିଥିଲେ ହେଁ ଆଜି ଏହା ବୃଦ୍ଧି ପାଇଛି । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୯୧ହଜାର ୩୩୧ରେ ପହଞ୍ଚିଛି । ସେପଟେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩ଲକ୍ଷ ୫୭ହଜାର ୨୯୫ । ସୁସ୍ଥ ସଂଖ୍ୟା ୨କୋଟି ୨୭ଲକ୍ଷ ୧୨ହଜାର ୭୩୫ରେ ପହଞ୍ଚିଛି । ଦେଶରେ ସକ୍ରିୟ ଅଛନ୍ତି ୩୦ଲକ୍ଷ ୨୭ହଜାର ୯୨୫ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ