Masthead

ପ୍ରଭୁ ବିଶ୍ୱବାସୀଙ୍କୁ ଉଦ୍ଧାର କର

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ବିଶ୍ୱବାସୀଙ୍କୁ କରୋନାରୁ ମୁକ୍ତି ଦେବାପାଇଁ ଜଳରେ ଭାସୁଛନ୍ତି ବୟସ୍କ ବ୍ୟକ୍ତି । କରୋନାରୁ ବିଶ୍ୱକୁ ମୁକ୍ତ କରିବା ପାଇଁ ଜଳଯୋଗ ମାଧ୍ୟମରେ ପ୍ରଭୁ ଜଗନ୍ନାଥଙ୍କୁ ପାର୍ଥନା କରୁଛନ୍ତି ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ସରପାରି ଗ୍ରାମର ସୁଦାମ ଚରଣ ସାହୁ।

 

ସୁଦାମଙ୍କ ବୟସ ୪୬ ବର୍ଷ । ସେ ମଲାଗୁଣି ନଦୀରେ ଜଳ ଯୋଗକରୁଛନ୍ତି। ତାଙ୍କ ଜଳଯୋଗର ଦୀର୍ଘ ୪ ଘଣ୍ଟାର ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ